Masthead

ଆଜିଠୁ ମିଳିବ ଆଡପ ଅବଢ଼ା

ପୁରୀ (ବଡ଼ ଖବର ବ୍ୟୁରୋ): ରତ୍ନବେଦି ଛାଡ଼ି ଜନ୍ମବେଦୀରେ ଚତୁର୍ଦ୍ଧାମୂରତି । ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଥିବା ମହାବାହୁ ବଡ଼ଦାଣ୍ଡରେ ଦୁଇଦିନର ଲୀଳାଖେଳ ସାରି ଜନ୍ମବେଦିକୁ ବିଜେ କରିଛନ୍ତି । ବୁଧବାରଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଦର୍ଶନ ଦେବାପରେ ଗୁରୁବାର ସନ୍ଧ୍ୟାରେ ଗୋଟି ପହଣ୍ଡିରେ ଯାଇ ଆଡପ ମଣ୍ଡପରେ ବିଜେ କରିଛନ୍ତି ଦାରୁଦିଅଁ । ଅନ୍ୟପଟେ ଆଜିଠାରୁ ଭକ୍ତମାନେ ଆଡପ ଦର୍ଶନ କରିବା ସହ ଆଡପ ଅବଢ଼ା ପାଇପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ