Masthead

ଆଜି ମୋଦି ବିରୋଧୀ ମେଣ୍ଟ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ହେବ ମୋଦି ବିରୋଧୀ ମେଣ୍ଟ ବୈଠକ । ବିହାର ପାଟନାରେ ବସିବ ଏହି ବୈଠକ । ୨୦୨୪ ସାଧାରଣ ନିର୍ବାଚନରେ ମୋଦିଙ୍କୁ ଟକ୍କର ଦେବାପାଇଁ ଏହି ରଣନୀତି ପ୍ରସ୍ତୁତ ହେବ ଯାହାର ଅଧ୍ୟକ୍ଷତା କରୁଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର । ଗୁରୁବାର ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଷ୍ଟାଲିନ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ ଯୋଗ ଦେଇଛନ୍ତି ।

ତେବେ ଆଜି ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, କଂଗ୍ରେସ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ରାହୁଲ ଗାନ୍ଧୀ, ସପା ମୁଖ୍ୟ ଅଖିଳେଶ ଯାଦବ, ନେସନାଲ କନଫରେନ୍ସ ନେତା ଅବଦୁଲ ଫାରୁକ, ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ପ୍ରମୁଖ ଯୋଗ ଦେବେ ବୋଲି ସୂଚନା ରହିଛି । ଦିନ୧୧ଟାରୁ ୪ଟା ଯାଏଁ ମୁଖ୍ୟମନ୍ତ୍ରୀ ବାସଭବନରେ ବିରୋଧୀଙ୍କ ମହାବୈଠକ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା