Masthead

ସେନା ଓ ପୋଲିସର ମିଳିତ ଏନକାଉଣ୍ଟର

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ଜାମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର । କୁପୱାରାରେ ସେନା ଓ ପୋଲିସର ମିଳିତ ଭାବେ ଏନକାଉଣ୍ଟର କରିଥିଲେ । ଏହି ଏନକାଉଣ୍ଟରରେ ୪ ଆତଙ୍କବାଦୀ ନିହତ ହୋଇଛନ୍ତି । ପାକ୍ ଅଧିକୃତ କାଶ୍ମୀରରୁ ଅନୁପ୍ରବେଶ ଉଦ୍ୟମ ବେଳେ ଏନକାଉଣ୍ଟର କରିଥିଲା ସେନା ଓ ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ