Masthead

ସାରା ରାଜ୍ୟକୁ ଛୁଁଇଲା ମୌସୁମୀ, ଆଜି ୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟକୁ ଛୁଇଁଲା ମୌସୁମୀ ବର୍ଷା । ମୌସୁମୀ ପ୍ରଭାବରେ ସାରା ରାଜ୍ୟରେ ମେଘୁଆ ପାଗ ଦେଖା ଦେଇଥିବା ବେଳେ କିଛି ଜିଲ୍ଲାରେ ଲାଗି ରହିଛି ମୌସୁମୀ ବର୍ଷା । ଆଜି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗର ସୂଚନା ।

ଆଜି ପାଇଁ କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାନର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିଭଳି ବାଲେଶ୍ବର, ଭଦ୍ରକ, ‌‌କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଖୋର୍ଧା, ପୁରୀ, ନୟାଗଡ଼, ଅନୁଗୁଳ, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ଜିଲ୍ଲା‌ର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଏହି ସବୁ ଜିଲ୍ଲାରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼