Masthead

ଗୁଣପୁର ପୂର୍ବତନ ବିଧାୟକ ରାମମୂର୍ତ୍ତି ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଗୁଣପୁର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଦୋଷୀ ସାବ୍ୟସ୍ତ । ପତ୍ନୀହନ୍ତା ମାମଲାରେ ଦୋଷୀ ସାବ୍ୟସ୍ତ କଲେ ସ୍ୱତନ୍ତ୍ର କୋର୍ଟ । ୧୧ ସାକ୍ଷୀ ଓ ୧୫ ଦସ୍ତାବିଜ ଆଧାରେରେ ଭୁବନେଶ୍ୱର ସ୍ପେଶାଲ କୋର୍ଟ ଶୁଣାଇଲେ ରାୟ ।୧୯୯୫ରେ ଖାରବେଳ ନଗର ସରକାରୀ ବାସଭବନରୁ ମିଳିଥିଲା ପତ୍ନୀ ଶଶୀରେଖାଙ୍କ ପୋଡ଼ା ମୃତଦେହ । ଆତ୍ମହତ୍ୟାର ରୂପ ଦେବାର ଷଡ଼ଯନ୍ତ୍ର ରଚିଥିଲେ ରାମମୂର୍ତ୍ତି । ପ୍ରଥମେ ୟୁଡି ଓ ପରେ ହତ୍ୟା ମାମଲା ରୁଜୁ କରିଥିଲା ପୋଲିସ । ୧୯୯୫ ଅଗଷ୍ଟ ୨୯ ତାରିଖରେ ଖାରବେଳ ନଗର ଥାନାରେ ହୋଇଥିଲା ମାମଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’ 🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’