Masthead

କୃଷିବିଲକୁ ସୁନ୍ଦରଗଡ଼ କଂଗ୍ରେସର ବିରୋଧ

ସୁନ୍ଦରଗଡ଼, (ବଡ଼ ଖବର ବ୍ୟୁରୋ): ସାରା ଦେଶରେ କୃଷି ବିଲକୁ ଜୋରଦାର ବିରୋଧ କରୁଛନ୍ତି ବିରୋଧୀ । ଦେଶର ବିଭିନ୍ନ ସ୍ଥାନରେ ଏହି ବିଲକୁ ବିରୋଧ କରି ରାସ୍ତାକୁ ଓହ୍ଲାଇଛି କଂଗ୍ରେସ । ଓଡ଼ିଶାରେ ମଧ୍ୟ ବିଲକୁ ଜୋରଦାର ବିରୋଧ କରିଛି କଂଗ୍ରେସ । ରାଜ୍ୟର ବିଭିନ୍ନ ସଦର ମହକୁମାରେ ଜିଲ୍ଲାପାଳଙ୍କ ଅଫିସ ଆଗରେ ଧାରଣାରେ ବସିବା ସହ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛି କଂଗ୍ରେସ । ଏହିପ୍ରରିପ୍ରେକ୍ଷିରେ ଆଜି ସୁନ୍ଦରଗଡ଼ ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।

 

ଏହି ବିଲ ଜରିଆରେ ଚାଷିମାନଙ୍କୁ ଶୋଷଣ କରି ବଡ଼ ବଡ଼ିଆଙ୍କୁ ଫାଇଦା ଦେବା ପାଇଁ କେନ୍ଦ୍ର ସରକାର ଚେଷ୍ଟା କରୁଥିବା ଅଭିଯୋଗ ଆଣିଛି କଂଗ୍ରେସ । ଏହି ବିଲକୁ ପ୍ରତ୍ୟାହର କରିବା ପାଇଁ ଦାବି କରିଥିଲା ଦଳ । ପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କ ନେତୃତ୍ୱରେ ଆୟୋଜିତ ଏହି ବିକ୍ଷୋଭରେ କଂଗ୍ରେସ ନେତା ପ୍ରଫୁଲ ମାଝି,ବେଣୁ ମାଧବ ତ୍ରିପାଠୀଙ୍କ ସମେତ ବହୁ କର୍ମୀ ସାମିଲ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’