ଟ୍ରେନ ଉପରେ ମାଡ଼ିଗଲା ମାଲବାହୀ ଇଞ୍ଜିନ

ପଶ୍ଚିମବଙ୍ଗ (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗର ବାଙ୍କୁଡ଼ାରେ ରେଳ ଦୁର୍ଘଟଣା । ମାଲବାହୀ ଟ୍ରେନ ଉପରେ ମାଡ଼ିଗଲା ମାଲବାହୀ ଇଞ୍ଜିନ୍ । ଆନ୍ଦ୍ର- ଖଡଗପୁର ରୁଟରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ । ଦୁର୍ଘଟଣାରେ ମାଲଗାଡିର ଜଣେ ଲୋକୋ ପାଇଲଟ ଆହତ । ପ୍ଲାଟଫର୍ମ ଓ ସିଗନାଲ ରୁମ ମଧ୍ୟ କ୍ଷତିଗ୍ରସ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’