Masthead

ଦୁଇ ବସ୍ ମୁହାଁମୁହିଁ ଧକ୍କା , ୧୧ ମୃତ

ଗଞ୍ଚାମ (ବଡ଼ ଖବର ବ୍ୟୁରୋ): ଦିଗପହଣ୍ଡିରେ ଭୟଙ୍କର ଦୁର୍ଘଟଣା । ଓଏସଆରଟି ଓ ଘରୋଇ ବସ ମଧ୍ୟରେ ଧକ୍କା । ଗଂଜାମ ଦିଗପହଣ୍ଡିରେ ଦୁଇ ବସ୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ୧୧ଜଣଙ୍କ ମୃତ୍ୟୁହୋଇଥିବା ସୂଚନା ମିଳିଛି । ଦୁଇ ବସର ଅନେକ ଯାତ୍ରୀ ଆହତ ମଧ୍ୟ ହୋଇଛନ୍ତି । ଆହତମାନଙ୍କୁ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ ।

ସମସ୍ତ ଆହତଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ସେପଟେ ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆହତଙ୍କ ଚିକିତ୍ସା ପାଇଁ ୩୦ ହଜାର ସହାୟତା ଘୋଷଣା କରିଛନ୍ତି ।ମୃତକଙ୍କ ସର୍ମ୍ପକୀୟଙ୍କୁ ୩ ଲକ୍ଷ ସହାୟତା ରାଶି ଘୋଷଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା