Masthead

ବନ୍ୟା ଯୋଗୁ ଆସାମର ୨୨ଟି ଜିଲ୍ଲାର ୫ ଲକ୍ଷ ଲୋକ ପ୍ରଭାବିତ

ଆସାମ(ବଡ଼ ଖବର ବ୍ୟୁରୋ): ଗମ୍ଭୀର ହେଉଛି ଆସାମର ବନ୍ୟା ସ୍ଥିତି । ବନ୍ୟା ଯୋଗୁ ହନ୍ତସନ୍ତ ହେଉଛନ୍ତି ଲକ୍ଷ ଲକ୍ଷ ଲୋକ । ଆସାମର ୨୨ଟି ଜିଲ୍ଲାର ୫ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି । ଅନେକ ଘରଦ୍ୱାର ଏବେ ବି ଜଳବନ୍ଦୀ ଅବସ୍ଥାରେ ରହିଛି । ପ୍ରବଳ ବର୍ଷା ଯୋଗୁ ବ୍ରହ୍ମପୁତ୍ର ନଦୀର ଜଳସ୍ତର ବଢିବାରେ ଲାଗିଛି । ଫଳରେ ଅନେକ ତଳିଆ ଅଞ୍ଚଳରେ ଜଳମଗ୍ନ ହୋଇଛି । ବକ୍ସା, ବାରପେଟା, ଦରଙ୍ଗ, ଧୂବ୍ରୀ, ଗୋଲପରା, କାମରୂପ, ଲକ୍ଷ୍ମୀପୁର, ନାଲବରି, ଉଦଲଗୁରୀ ଜିଲ୍ଲା ଅଧିକ ପ୍ରଭାବିତ ହୋଇଛି । ବନ୍ୟା ପରିସ୍ଥିତି ନେଇ ଆସାମ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା