Masthead

ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ପରିସର ଭିଡିଓ

ପୁରୀ(ବଡ଼ ଖବର ବ୍ୟୁରୋ):ପୁଣି ଦେଖାଦେଇଛି ଶ୍ରୀମନ୍ଦିର ସୁରକ୍ଷାରେ ତ୍ରୁଟି । ଭାଇରାଲ ହେଲା ପୁରୀ ଶ୍ରୀମନ୍ଦିର ଭିତରର ଦୃଶ୍ୟ । ସୁରକ୍ଷାବଳୟକୁ ଭେଦ କରି ରିଲ୍ସ ବନାଇ ସୋସିଆଲ ମିଡିଆରେ ଜଣେ ଯୁବକ ଅପଲୋଡ଼ କରିଛନ୍ତି । ରୋହିତ ଜୈଶ୍ବାଲ ୧୯୭୩ ନାମରେ ଥିବା ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଛି ଏହି ଭିଡିଓ ।

ତେବେ ପ୍ରଶ୍ନ ଉଠୁଛି କଡ଼ା ସୁରକ୍ଷା ଭିତରେ କିପରି ଜଣେ ଯୁବକ ଶ୍ରୀମନ୍ଦର ଭିତରକୁ ଫୋନ ନେଲେ ଓ ଭିଡିଓ କଲେ । ରଥଯାତ୍ରା ପରେ ଶ୍ରୀମନ୍ଦିର ଭିତରେ ଏହି ଭିଡିଓ କରାଯାଇଥିବା ଜଣାପଡିଛି । ରୋହିତ ନିଜେ ଭିଡିଓ କରି ଅପଲୋଡ କରିଥିବା ଜଣାପଡ଼ିଛି । ମୋବାଇଲ ନେଇ ଶ୍ରୀମନ୍ଦିର ଭିତରେ ଏପରି ଭିଡ଼ିଓ ଉଠାଇବା ଘଟଣା ଏବେ ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପ୍ରଶ୍ନ ଉଠାଇଛି । ତେବେ ପୂର୍ବରୁ ଅନେକ ଥର ଶ୍ରୀମନ୍ଦିର ଭିତରର ଭିଡିଓ ଓ ଫଟୋ ଭାଇରାଲ୍ ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ