Masthead

ବିଜେପି କର୍ମୀଙ୍କ ଉପରେ ଭୁଜାଲି ଆକ୍ରମଣ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି କର୍ମୀଙ୍କ ଉପରେ ଭୁଜାଲି ଆକ୍ରମଣ । ସାଧାରଣ ନିର୍ବାଚନ ପୂର୍ବରୁ ବାଲେଶ୍ୱରରେ ଦେଖାଦେଲା ରାଜନୈତିକ ହିଂସାକାଣ୍ଡ । ବିଜେପି କର୍ମୀଙ୍କ ଉପରେ ବିଜେଡ଼ି କର୍ମୀଙ୍କ ଆକ୍ରମଣ । ୧୦ରୁ ଅଧିକ ବିଜେଡ଼ି କର୍ମୀ ଭୂଜାଲିରେ କଲେ ଆକ୍ରମଣ । ଭୁଜାଲି ଚୋଟରେ ବିଜେପିର ତିନି କର୍ମୀ ଗୁରୁତର ହୋଇ କଟକ ସ୍ଥାନାନ୍ତର ହୋଇଥିବା ଜଣାପଡିଛି । ଗତକାଲି ମଧ୍ୟରାତ୍ରିରେ ବାଲେଶ୍ୱର ଜିଲ୍ଲା ସୋର ସ୍ଥିତ ଗୁର୍ଡ୍ ଗ୍ରାମରେ ଦେଖାଦେଇଥିଲା ଗୋଷ୍ଠୀକନ୍ଦଳ । ଗୋଷ୍ଠୀ କନ୍ଦଳ ଏମିତି ରୂପ ନେଲା ଯେ ଦୁଇ ଗୋଷ୍ଠୀ ମଧ୍ୟରେ ଆରମ୍ଭ ହେଲା ଭୁଜାଲି ଆକ୍ରମଣ । ଗୁରୁତର ମାନଙ୍କୁ ପ୍ରଥମେ ବାସୁଦେବପୁର ପରେ ଭଦ୍ରକ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ଅତି ଗୁରୁତର ହେବାରୁ କଟକ ସ୍ଥାନାନ୍ତର କରାଯାଇଛି । ସେପଟେ ପୋଲିସ ଘଟଣା ଉପରେ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା