Masthead

ଦିଗପହଣ୍ଡି ବସ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକବ୍ୟକ୍ତ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଦିଗପହଣ୍ଡି ବସ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକବ୍ୟକ୍ତ । ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ । ମୃତକଙ୍କ ସମ୍ପର୍କୀୟଙ୍କୁ ୨ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରାଯାଇଛି । ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠି ପକ୍ଷରୁ ସହାୟତା ଘୋଷଣା । ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ରାଶି ଘୋଷଣା କରାଯାଇଛି । ଆହତଙ୍କ ଆଶୁ ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ