Masthead

ମୌସୁମୀ ପ୍ରଭାବରେ ସାରା ରାଜ୍ୟରେ ବର୍ଷା, କାଲିଠୁ ବଦଳିବ ପାଗ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଲାଗିରହିଛି ବର୍ଷା । ମୌସୁମୀ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି । ଆଜି ୧୧ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସକ୍ରିୟ ମୌସୁମୀ ଓ ଲଘୁଚାପ ପ୍ରଭାବରେ ଆହୁରି ୨ ଦିନ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଆଜି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ନୂଆପଡା, ବଲାଙ୍ଗୀର, ବରଗଡ, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ଦେବଗଡ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ହେବା ନେଇ ପୂର୍ବାନୁମାନ କରାଯାଇଛି । ଏହା ଛଡା ଆସନ୍ତାକାଲି ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ । କାଲିଠାରୁ ପାଗରେ ପରିବର୍ତ୍ତନ ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ସେପଟେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାରୁ ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୧.୭ ମିମି ବର୍ଷା ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ