Masthead

ହାଇକୋର୍ଟ ଗଲେ ସୌରିନ ଭଟ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଗୁଆ ଜାମିନ ପାଇଁ ହାଇକୋର୍ଟ ଗଲେ ବଲିଉଡ ସିଙ୍ଗର ସୌରିନ ଭଟ୍ଟ । ଗିରଫ ଏଡ଼ାଇ ପାଇଁ ସୌରିନ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ତାଙ୍କ ନାଁରେ କଟକ ମହିଳା ଥାନାରେ ଦୁଷ୍କର୍ମ ଅଭିଯୋଗ ରହିଛି । ଜଣେ ଯୁବତୀଙ୍କ ଏତଲା ଆଧାରରେ ପୋଲିସ ମାମଲା ରୁଜୁ କରିଛି । ନୋଟିସ ସତ୍ୱେ ଏଯାଏଁ ସୌରିନ ଥାନାରେ ହାଜର ହୋଇ ନାହାନ୍ତି । ପୋଲିସ ତାଙ୍କୁ ଖୋଜିବା ପାଇଁ କୋଲକାତା ଯାଇଥିଲା । କିନ୍ତୁ ସେଠାରେ ତାଙ୍କ ପତ୍ତା ମିଳିନଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ