Masthead

ଭିଜିଲାନ୍ସ ଜାଲରେ ରେଞ୍ଜର

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ରେଞ୍ଜର କାହ୍ନୁଚରଣଙ୍କ ଘରେ ଭିଜିଲାନ୍ସ ରେଡ। ଦିଗପହଣ୍ଡି ରେଞ୍ଜର କାହ୍ନୁ ଚରଣ ପଟ୍ଟନାୟକଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ ଟିମ । ବ୍ରହ୍ମପୁରର ୬ଜଣିଆ ଟିମ ଚଢ଼ାଉ କରୁଛନ୍ତି । ଘର ସମେତ ଦିଗପହଣ୍ଡି ସରକାରୀ କାର୍ଯ୍ୟାଳୟ, ସରକାର ବାସଭବନରେ ଚାଲିଛି ଭିଜିଲାନ୍ସର ଚଢ଼ାଉ । ବିଳମ୍ବିତ ରାତିରେ ଦିଗପହଣ୍ଡି କାର୍ଯ୍ୟାଳୟରୁ ଘରକୁ ଫେରୁଥିବା ବେଳେ ଗଣିଆନାଳ ଛକରେ ବ୍ରହ୍ମପୁର ଭିଜିଲାନ୍ସ ଟିମ କରିଛି ଚଢ଼ାଉ । ଗାଡ଼ିରେ ନଗଦ ଟଙ୍କା ଏବଂ ସରକାରୀ ବାସଭବନ ସମେତ ଘରୁ ମିଳିଛି ଟଙ୍କା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ସୃଷ୍ଟି ହେଲା ଲଘୁଚାପ 🔴 ମାସେ ହେଲା ପୋଖରୀରେ ୧୬ ବର୍ଷୀୟ କିଶୋର 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ସୃଷ୍ଟି ହେଲା ଲଘୁଚାପ 🔴 ମାସେ ହେଲା ପୋଖରୀରେ ୧୬ ବର୍ଷୀୟ କିଶୋର 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨