Masthead

ଖାଉଟିଙ୍କ ଉପରେ ଚଡକ, ଆକାଶ ଛୁଆଁ ଟମାଟୋ ଦର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଖାଉଟିଙ୍କ ଉପରେ ଚଡକ । ହଠାତ ବଢିଲା ଟମାଟୋ ଦର । ଚିନ୍ତାରେ ଗୃହିଣୀ । ରାଜଧାନୀ ଭୁବନେଶ୍ୱରରେ ଟମାଟୋ ଦର ୧୦୦ ଟଙ୍କା ଛୁଇଁଛି । କଟକରେ ଟମାଟୋ ୧୦୦ ରୁ ୧୨୦ ଟଙ୍କାରେ ମିଳୁଛି । ଉତ୍ପାଦନ ହ୍ରାସ ପାଉଥିବାରୁ ଏପରି ପରିସ୍ଥିତି ସୃଷ୍ଟି ହୋଇଥିବା କୁହାଯାଉଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ବିଳମ୍ବ ବର୍ଷା ଭଳି ବିଭିନ୍ନ କାରଣ ପାଇଁ ଟମାଟୋ ଉତ୍ପାଦନ କମିଛି । ଗତ ମାସରେ ଚାଷୀମାନେ ଟମାଟୋ କିଲୋ ପିଛା ୩ରୁ ୫ ଟଙ୍କା ଦରରେ ବିକିଥିଲେ । ସେପଟେ ବାଲେଶ୍ବରରେ ସେଞ୍ଚୁରୀ ଛୁଇଁଛି ଟମାଟୋ ଦର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା