Masthead

ସାକ୍ଷୀଗୋପାଳ ଗୋପାଳଜୀ ମନ୍ଦିରରେ ନୀତିକାନ୍ତି ବନ୍ଦ

ସାକ୍ଷୀଗୋପାଳ (ବଡ଼ ଖବର ବ୍ୟୁରୋ): ସାକ୍ଷୀଗୋପାଳ ଗୋପାଳଜୀ ମନ୍ଦିରରେ ନୀତିକାନ୍ତି ବନ୍ଦ । ନୀତିକାନ୍ତି ବନ୍ଦ ରଖିଛନ୍ତି ସେବାୟତ । ନୀତିକାନ୍ତି ବନ୍ଦ କାରଣରୁ କାଲିଠାରୁ ଉପାସରେ ଅଛନ୍ତି ଠାକୁର । ଶ୍ମଶାନ ଜମିରେ ଥିବା ନିର୍ମାଣ ଭଙ୍ଗାକୁ ବିରୋଧ କରି ନୀତିକାନ୍ତି ବନ୍ଦ । ଓଡ଼ିଆ ବିଶ୍ୱବିଦ୍ୟାଳୟ ସମ୍ପ୍ରସାରଣ ପାଇଁ ଶ୍ମଶାନ ଜମିର ନିର୍ମାଣ ଭଙ୍ଗା ଯାଇଥିଲା । ଏହାକୁ ବିରୋଧ କରୁଛନ୍ତି ସାକ୍ଷୀଗୋପାଳ ଗୋପାଳଜୀ ମନ୍ଦିରର ସେବାୟତ ମାନେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା