Masthead

ଚାକିରିରୁ ବିଦାହେଲେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ

ନବରଙ୍ଗପୁର (ବଡ଼ ଖବର ବ୍ୟୁରୋ): ଚାକିରିରୁ ବିଦା ହେଲେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ।ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କୁ ବାଧ୍ୟତାମୂଳକ ଅବସର । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଚାକିରିରୁ ବିଦା ହେଲେ ପ୍ରଶାନ୍ତ । ଦୁଇ ଦିନ ତଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିଲେ । ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଗିରଫ କରିଥିଲା ଭିଜିଲାନ୍ସ । ପ୍ରଶାନ୍ତଙ୍କ ପାଖରୁ ୩ କୋଟି ରୁ ଅଧିକ ନଗଦ ଟଙ୍କା ଜବତ ହୋଇଥିଲା । ପ୍ରଶାନ୍ତଙ୍କ ସମ୍ପୁର୍ଣ୍ଣ ସଂପତି ୫ କୋଟିରୁ ଅଧିକ । ଆୟ ଠାରୁ ୫୦୦ ଗୁଣ ଅଧିକ ସମ୍ପତି ଠୁଳ କରିଥିଲେ ସରକାରୀ ବାବୁ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା