Masthead

ପିକଅପ୍ ଭ୍ୟାନ ଓଲଟି ୨ମୃତ, ୧୧ ଆହତ

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଢୁଲୁଘାଟି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ପିକଅପ୍ ଭ୍ୟାନ ଓଲଟି ୨ମୃତ,୧୧ ଆହତ ହୋଇଛନ୍ତି । ୮ଜଣକୁ ଜୟପାଟଣା ଡାକ୍ତରଖାନା ରେ ଭର୍ତ୍ତି କରାଯାଇଛି । ଏକ ପଣସ ବୋଝେଇ ପିକପ ନମ୍ବର ଓ ଡି ୨୪ଏଫ ୪୭୮୪ ପାତ୍ରପୁଟରୁ ଜୟପାଟଣା ଆସୁଥିବା ବେଳେ ଢୁଲୁଘାଟି ନିକଟରେ ଓଲଟି ପଡିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ