Masthead

କପିଳେଶ୍ୱର ମନ୍ଦିରର ଉନ୍ନତି ନହେଲେ ଆନ୍ଦୋଳନ କରିବ ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କପିଳେଶ୍ୱର ମନ୍ଦିରକୁ ଏକାମ୍ରପ୍ରକଳ୍ପରୁ ବାଦ ଦେବାରୁ ଉଦବେଗ ପ୍ରକାଶ କରିଛି ବିଜେପି । ଲିଙ୍ଗରାଜ ମନ୍ଦିରରୁ ୧ କିଲୋମିଟର ଦୂରରେ ଥାଇବି ଏହି ମନ୍ଦିରର କାହିଁକି ଉନ୍ନତି କରଣ ହୋଇନାହିଁ ବୋଲି ପଚାରିଛନ୍ତି ଭୁବନେଶ୍ୱର ଜିଲ୍ଲା ବିଜେପି ସଭାପତି ବାବୁ ସିଂ । ଆଗାମୀ ଦିନରେ କପିଳେଶ୍ୱର ମନ୍ଦିର ପ୍ରତି ଦୃଷ୍ଟି ନଦେଲେ ଆନ୍ଦୋଳନ କରିବ ବୋଲି କହିଛି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା