Masthead

ଇଦ-ଉଲ-ଜୁହା ଛୁଟିରେ ପରିବର୍ତ୍ତନ ଆଣିଲେ ରାଜ୍ୟ ସରକାର

 

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚଳିତ ବର୍ଷ ୨୯ ତାରିଖରେ ମୁସଲିମ ମାନଙ୍କ ପର୍ବ ଇଦ-ଉଲ-ଜୁହା ପଡ଼ୁଛିି । ପୁର୍ବରୁ ରାଜ୍ୟ ସରକାର ଜୁନ ୩୦ ତାରିଖକୁ ଛୁଟି ଘୋଷଣା କରିଥିଲେ । ହେଲେ ପରବର୍ତ୍ତୀ ସମୟରେ ରାଜସ୍ୱ ଓ ବିପର୍ଯ୍ୟୟ ପକ୍ଷରୁ ପରିବର୍ତ୍ତିତ ନିର୍ଦ୍ଦେଶନାମା  ଅନୁଯାୟୀ ଜୁନ ୩୦ ପରିବର୍ତ୍ତେ ଜୁନ ୨୯ ତାରିଖକୁ ଇଦ-ଉଲ-ଜୁହା ଛୁଟି ଘୋଷଣା କରାଯାଇଛି । ଘୋଷଣା ଅନୁସାରେ ୨୯ ତାରିଖ ଦିନ ରାଜ୍ୟ ସରକାରଙ୍କ ସମସ୍ତ କାର୍ଯ୍ୟାଳୟ, ରାଜ୍ୟର ସମସ୍ତ ବ୍ୟାଙ୍କ, ଶିକ୍ଷାନୁଷ୍ଠାନ, ଏବଂ ରାଜସ୍ୱ ଓ ମାଜିଷ୍ଟ୍ରିଆଲ କୋର୍ଟ ବନ୍ଦ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା 🔴 କଟକ ସହରରେ କର୍ଫ୍ୟୁ 🔴 ୨୦ ଜିଲ୍ଲାକୁ ସତର୍କ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା 🔴 କଟକ ସହରରେ କର୍ଫ୍ୟୁ 🔴 ୨୦ ଜିଲ୍ଲାକୁ ସତର୍କ