Masthead

ଭକ୍ତଙ୍କ ସୁଅରେ ମାଡ଼ି ଚାଲିଛନ୍ତି ଚତୁର୍ଦ୍ଧାମୂର୍ତ୍ତି

ପୁରୀ (ବଡ଼ ଖବର ବ୍ୟୁରୋ): ଭକ୍ତଙ୍କ ସୁଅରେ ମାଡ଼ି ଚାଲିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ବଡ଼ଦାଣ୍ଡରେ ଗଡ଼ୁଛି ତିନି ରଥ । ଘଣ୍ଟଘଣ୍ଟା, ଶଙ୍ଖ, ହୁଳହୁଳିରେ କମ୍ପୁଛି ବଡ଼ଦାଣ୍ଡ । ସମସ୍ତ ନୀତିକାନ୍ତି ପରେ ରତ୍ନବେଦୀ ଅଭିମୁଖେ ମହାପ୍ରଭୁ । ନିର୍ଦ୍ଧାରିତ ସମୟ ପୂର୍ବରୁ ବଡ଼ ଠାକୁର ଶ୍ରୀବଳଭଦ୍ରଙ୍କ ରଥ ତାଳଧ୍ୱଜ ରଥ ପ୍ରଥମେ ଟଣାହୋଇଥିଲା ।

ରଥର ଚତୁଃପାର୍ଶ୍ୱରେ ପୁଲିସ ପକ୍ଷରୁ କର୍ଡନ କରାଯାଇଛି । ଫଳରେ ବିନା କୌଣସି ଅସୁବିଧାରେ ଚାଲିଛି ରଥଟଣା କାର୍ୟ୍ୟ । ତାଳଧ୍ୱଜ ରଥ ଗଡିବା ପରେ ପଛେ ପଛେ ଗଡିଥିଲା ଦେବୀ ସୁଭଦ୍ରା ଦର୍ପଦଳନ ରଥ ।

ଶେଷରେ ଡାହୁକର ରଡିରେ ଗଡ଼ିଛି ନନ୍ଦିଘୋଷ । ନଅ ଦିନର ଯାତ୍ରା ଶେଷ କରି ଶ୍ରୀମନ୍ଦିରକୁ ବାହୁଡି ଯାଉଛନ୍ତି କାଳିଆ ସାଆନ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?