Masthead

ବର୍ଷାରୁ ମିଳିବ ଆଶ୍ୱସ୍ତି, ରାଜ୍ୟରେ ବଦଳିବ ପାଗ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଗାଣ ବର୍ଷାରୁ ମିଳିବ ଆଶ୍ୱସ୍ତି । ରାଜ୍ୟରେ ବଦଳିବ ପାଗ । ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସକ୍ରିୟ ଲଘୁଚାପ କ୍ଷେତ୍ର ଏବଂ ନିମ୍ନ ଚାପରେଖା ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗିରହିଥିଲା । ଆଜି ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର,ମୟୂରଭଞ୍ଜ ଓ ବାଲେଶ୍ୱରରେ ବର୍ଷା ସମ୍ଭାବନା ରହିଛି । ଏହି ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ରାଜଧାନୀ ଭୁବନେଶ୍ୱର ସହିତ ଉପକୂଳ ଓଡ଼ିଶାରେ ପାଗ ମେଘୁଆ ରହିବ । ଦିନର ସର୍ବାଧିକ ତାପମାତ୍ରା ୩୦ ଓ ସର୍ବନିମ୍ନ ୨୬ ଡିଗ୍ରୀ ତାପମାତ୍ରା ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ