Masthead

ପୂର୍ବ ଶତ୍ରୁତାରୁ ୨ ଜଣଙ୍କୁ ବୀଭତ୍ସ ହତ୍ୟା କଲେ ଦୁର୍ବୃତ୍ତ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଦିଗପହଣ୍ଡି ମହୁଡ଼ାରେ ଗାଁରେ ଡବଲ ମର୍ଡର । ମର୍ଡର ପରେ ୨ ଜଣଙ୍କୁ ଜାଳି ଦେଲେ ଦୁର୍ବୃତ୍ତ । ପୂର୍ବ ଶତ୍ରୁତାରୁ ହତ୍ୟା କରିଥିବା ସୂଚନା । ମୃତକ ହେଲେ ଶିବ ଗୌଡ଼, ଲିଟୁ ଗୌଡ଼ । ବିଳମ୍ବିତ ରତିରେ ଘଟିଛି ଏହି ଦୁର୍ଘଟଣା । ଦୁହିଁଙ୍କୁ ହତ୍ୟା କରିବା ପରେ ସେମାନଙ୍କ ବାଇକ୍ ପୋଡି ଦେଇଛନ୍ତି ଦୁର୍ବୃତ୍ତ । ଦିଗପହଣ୍ଡି ଥାନା ପୋଲିସର ତଦନ୍ତ ଜାରି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ