Masthead

ବାହାରିନରେ ବାହୁଡ଼ା ଯାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଶ୍ରୀ ଜଗନ୍ନାଥଙ୍କ ପବିତ୍ର ବାହୁଡା ଯାତ୍ରା ଆରବ ଦେଶର ଦି କିଙ୍ଗଡମ୍ ଅଫ୍ ବହାରିନରେ ଅନୁଷ୍ଠିତ ହୋଇଯାଇଛି। ବହାରିନ୍ ଓଡ଼ିଆ ସମାଜ ଓ ବହାରିନ୍ ଇସ୍କନ ମନ୍ଦିରର ମିଳିତ ସହଯୋଗରେ ବହାରିନରେ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବହାରିନ୍ ଓଡ଼ିଆ ସମାଜର ପ୍ରତିଷ୍ଠାତା ଅଧକ୍ଷ ଡ. ଅରୁଣ କୁମାର ପ୍ରହରାଜ ଛେରା ପହଁରା କରିଥିଲେ।

ପୁରୀ ମନ୍ଦିରର ସମୟ ଓ ନୀତିକାନ୍ତିକୁ ଅନୁସରଣ କରି ବହାରିନରେ ବହୁ ଆଡମ୍ବରରେ ପବିତ୍ର ବାହୁଡା ଯାତ୍ରା ପାଳନ କରାଯାଇଛି । ହଜାର ହଜାର ଭକ୍ତଙ୍କ ଜୟ ଜଗନ୍ନାଥ ଧ୍ବନିରେ କମ୍ପିଥିଲା ବାହାରିନର ରାଜରାସ୍ତା। ଏପରି ଦୃଶ୍ୟ ମୁସଲିମ ଦେଶରେ ଦୁର୍ଲଭ। ରଥଯାତ୍ରାର ସଫଳତା ପାଇଁ ବାହାରିନ ରାଜାଙ୍କୁ ଡ ପ୍ରହରାଜ ଧନ୍ୟବାଦ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ