Masthead

ରାଜ୍ୟରେ ‘ବାବୁତନ୍ତ୍ର’ ଚାଲିଛି: ତାରା ପ୍ରସାଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବାବୁତନ୍ତ୍ର ଚାଲିଛି । ଜଣେ ଆଇଏଏସ ଜିଲ୍ଲାକୁ ଜିଲ୍ଲା ବୁଲୁଛନ୍ତି । ସେଥିପାଇଁ ନିର୍ବାଚିତ ପ୍ରତିନିଧି,ବିଧାୟକ ଓ ମନ୍ତ୍ରୀମାନେ ଦାୟୀ । ସେମାନେ ସ୍ୱର ଉତ୍ତୋଳନ କରିବା ବଦଳରେ ଧନ୍ୟବାଦ ଦେଉଛନ୍ତ ବୋଲି କହିଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି । ସେ କହିଛନ୍ତି ଲାଗୁଛି ରାଜ୍ୟରେ ଲୋକ ପ୍ରତିନିଧିମାନଙ୍କର ଆଉ ସ୍ୱାଭିମାନ ନାହିଁ । ଟିକେଟ କଟିବା ଭୟରେ ସବୁ ଚୁପ ବସିଛନ୍ତି । କିନ୍ତୁ ଯେତେବେଳେ ସେମାନେ ନିର୍ବାଚନକୁ ଯିବେ ସେବେ ବୁଝିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼