Masthead

କେନ୍ଦ୍ର ସରକାରଙ୍କ ଚିଠିକୁ ଛୋଟ ଭାବିବା ମୂର୍ଖାମୀ: ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସଚିବ ବିବାଦ ପ୍ରସଙ୍ଗ । କଡ଼ା ସମାଲୋଚନା କଲେ ବିଜେପି ନେତା ମୋହନ ମାଝୀ । କହିଲେ ବିଷମ ସଙ୍କଟରେ ପଡ଼ିଛି ବିଜେଡି ଓ ସରକାର । ସେଥିପାଇଁ ବିଭିନ୍ନ କଥା କହି ଏଡେଇ ଦେବା ପାଇଁ ଚେଷ୍ଟା କରୁଛନ୍ତି । କେନ୍ଦ୍ର ସରକାରଙ୍କ ଚିଠିକୁ ଛୋଟ ଭାବିବା ସେମାନଙ୍କ ମୂର୍ଖାମୀ ।

ଗୋଟିଏ ଧାଡ଼ିର ଚିଠି ଆଟମ୍ ବମ୍ ଭଳି ହେବ । ଏବଂ ସରକାର ଭାଙ୍ଗି ଯିବା ଭଳି ସ୍ଥିତି ହେବ । କେନ୍ଦ୍ର ସରକାରଙ୍କ ଚିଠି ଆଗାମୀ ଦିନରେ ବିଜେଡ଼ି ସରକାରକୁ ଭସ୍ମ କରି ଦେବ । ବିଜେଡି ସାଂସଦ ଓ ବିଧାୟକ ମାନେ ଅସହାୟ । ଟିକେଟ କଟିବ ବୋଲି ଭୟ କରିଛନ୍ତି । ଜେଲ ଯିବାର ମଧ୍ୟ ଭୟ ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ