Masthead

ରେଷ୍ଟୁରାଣ୍ଟରେ ମିସାଇଲ ଆକ୍ରମଣ, ୧୧ ମୃତ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ଥମୁନି ୟୁକ୍ରେନ -ଋଷିଆ ଯୁଦ୍ଧ । ପିଜା ରେଷ୍ଟୁରାଣ୍ଟରେ ମିସାଇଲ ଆକ୍ରମଣ କରିଛି ଋଷ ସୈନ୍ୟ । ଏହି ଆକ୍ରମଣରେ ୩ ନାବାଳକଙ୍କ ସମେତ ୧୧ ଜଣଙ୍କ ମୃତ୍ୟୁ ହୋଇଛି । ଇଷ୍ଟର୍ଣ୍ଣ ୟୁକ୍ରେନ ସହର କ୍ରାମାଟୋସ୍କରେ ଋଷର ମିସାଇଲ ଆକ୍ରମଣରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୦ରୁ ଊର୍ଦ୍ଧ୍ବ ଗୁରୁତର ଆହତ ହୋଇଛନ୍ତି ।

ଋଷରେ ଓ୍ବାଗନରର ବିଦ୍ରୋହ ଥମିବା ପରେ ପୁଣି ଥରେ ୟୁକ୍ରେନ ଉପରେ ଆଟାକ ଜୋରଦାର କରିଛି ଋଷ । ରେଷ୍ଟୁରାଣ୍ଟ ଉପରେ ଆକ୍ରମଣ ପାଇଁ ଋଷ ସୈନ୍ୟଙ୍କୁ ସହଯୋଗ କରିଥିବା ସନ୍ଦେହରେ ଜଣଙ୍କୁ ଗିରଫ କରାଯାଇଛି । ୧୬ ମାସରୁ ଅଧିକ ସମୟ ଧରି ଜାରି ରହିଛି ଋଷ-ୟୁକ୍ରେନ ଯୁଦ୍ଧ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା