Masthead

ସୁନାବେଶ ଦର୍ଶନ ପାଇଁ ଯିବାବେଳେ ଦୁର୍ଘଟଣା: ୧୬ ଆହତ, ୫ ଗୁରୁତର

ପିପିଲି(ବଡ଼ ଖବର ବ୍ୟୁରୋ): ସୁନାବେଶ ଦର୍ଶନ ପାଇଁ ଯାଉଥିବା ବେଳେ ଅଘଟଣ । ପୃଥକ ପୃଥକ ୨ଟି ଦୁର୍ଘଟଣା । ବାଇକ ଓ କାର ଦୁର୍ଘଟଣା ଗ୍ରସ୍ତ ହୋଇଥିବା ବେଳେ ୧୬ ଆହତ ହୋଇଛନ୍ତି ଓ ୫ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ପ୍ରଥମେ ସାକ୍ଷୀଗୋପାଳ ମେଡିକାଲରେ ଚିକିତ୍ସା ପରେ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି । ପୁରୀ ଭୁବନେଶ୍ୱର ରାସ୍ତାରେ ବାଇକକୁ ପଛରୁ ପିଟିଲା କାର । ଆହତମାନେ ଭୁବନେଶ୍ୱର, କଟକ, ଯାଜପୁର, ପାଣିକୋଇଲି ଅଂଚଳର ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା