Masthead

ଭାରସାମ୍ୟ ହରାଇ ଗଛକୁ ପିଟିଲା କାର, ୩ ଜଣଙ୍କ ମୃତ୍ୟୁ

ରାଇଘର(ବଡ଼ ଖବର ବ୍ୟୁରୋ): ଉମରକୋଟ ବାସିନୀ ଛକରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛକୁ ପିଟିଲା କାର, ୩ ଜଣଙ୍କ ମୃତ୍ୟୁ । ବିବାହ ଉତ୍ସବରେ ଯୋଗ ଦେଇ ଫେରୁଥିବା ବେଳେ ଅଘଟଣ ଘଟିଛି । ଗୁରୁତରଙ୍କୁ କୋରାପୁଟ ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଏହି ଦୁର୍ଘଟଣାରେ ଜଣେ ମହିଳା ଗୁରୁତର ହୋଇଥିବା ସୂଚନା ମିଳିଛି । ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ମୃତକଙ୍କ ମଧ୍ୟରୁ ଦୁଇ ଜଣ ରାଇଘର ବ୍ଲକ ଛତାବେଡ଼ା ଓ ସୋନପୁର ଗାଁର ହୋଇଥିବା ବେଳେ ଜଣେ ଉମରକୋଟ ବ୍ଲକ ଅଞ୍ଚଳା ଗାଁର ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୀତବାସ ପଣ୍ଡାଙ୍କୁ ଦେଶୀ ବନ୍ଧୁକରୁ ଗୁଳି ମାଡ଼! 🔴 ଆଜି ବିଜେପିର କୋର କମିଟି ବୈଠକ 🔴 ଆଜି ବି ବର୍ଷିବ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ପୀତବାସ ପଣ୍ଡାଙ୍କୁ ଦେଶୀ ବନ୍ଧୁକରୁ ଗୁଳି ମାଡ଼! 🔴 ଆଜି ବିଜେପିର କୋର କମିଟି ବୈଠକ 🔴 ଆଜି ବି ବର୍ଷିବ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ