Masthead

ଘର ଆଗରେ ବୃଦ୍ଧଙ୍କୁ ଦଳି ମାରିଦେଲା ହାତୀ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଥୁଆମୂଳା ରାମପୁର ଟେବାମହୁଲ ଗାଁରେ ହାତୀ ଆତଙ୍କ । ପୁଣି ଜଣେ ବୃଦ୍ଧଙ୍କ ମୃତ୍ୟୁ । ଘର ଆଗରେ ହାତୀକୁ ଘଉଡ଼ାଇବା ବେଳେ ଆକ୍ରମଣର ଶିକାର ହୋଇଛନ୍ତି ବୃଦ୍ଧ । ଟେବାମହୁଲ ଗାଁର ପଞ୍ଚୁ ମାଝୀଙ୍କ ମୃତ୍ୟୁ ହୋଇଛି। ଘର ନିକଟରେ ଥିବା ସମୟରେ ହଠାତ ଜଙ୍ଗଲି ହାତୀ ଗାଁ ଭିତରକୁ ପଶିଆସିଥିବା ବେଳେ ହାତୀ ସମ୍ମୁଖରେ ପଡି ଯାଇଥିଲେ ପଞ୍ଚୁ ।

ଗତ ୧୭ତାରିଖ ଉକ୍ତ ହାତୀ ଆକ୍ରମଣରେ ଜୁନାଗଡ଼ ବ୍ଲକ ଚିଙ୍ଗୁଡ଼ିସର ପଞ୍ଚାୟତ ଝାରବନ୍ଦ ଗ୍ରାମର ଗଜିନ୍ଦ୍ର ଜାନୀଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟପଟେ,ଗତ ଗୁରୁବାର ଠାରୁ ବନ କର୍ମଚାରୀଙ୍କ ଆନ୍ଦୋଳନ ଯୋଗୁ ହାତୀ ଘୋଡେଇବା କାମରୁ ନିବୃତ ରହିଥିବାରୁ ଆଗକୁ କୌଣସି ଧନ ଜୀବନ ନଷ୍ଟକୁ ଏଡାଇ ଦିଆଯାଇନପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’ 🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’