Masthead

ଡିଏନଏ ଟେଷ୍ଟ ମାଧ୍ୟମରେ ଚିହ୍ନଟ ହେଲା ଆଉ ୨୯ ମୃତଦେହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଚିହ୍ନଟ ହେଲା ଆଉ ୨୯ ମୃତଦେହ । ୨୯ଟି ମୃତଦେହକୁ ଡିଏନଏ ଟେଷ୍ଟ ମାଧ୍ୟମରେ ଚିହ୍ନଟ କରାଯାଇଛି । ସେହି ମୃତଦେହ ଗୁଡିକୁ ଆଜି ସେମାନଙ୍କ ନିକଟ ସମ୍ପର୍କୀୟକୁ ହସ୍ତାନ୍ତର କରାଯିବ । ଚିହ୍ନଟ ମୃତଦେହ ପଶ୍ଚିମବଙ୍ଗ, ବିହାର, ଓଡ଼ିଶାର ହୋଇଥିବା ସୂଚନା । ମୃତଦେହକୁ ସେମାନଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି ଖର୍ଚ୍ଚ ସଂପୂର୍ଣ୍ଣ ଭାବେ ରାଜ୍ୟ ସରକାର ବହନ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ