Masthead

ବୈତରଣୀ ନଦୀରୁ ମିଳିଲା ବିରାଟକାୟ ମାଛ

ଭଦ୍ରକ(ବଡ଼ ଖବର ବ୍ୟୁରୋ):ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଦେଇ ପ୍ରବାହିତ ହୋଇଥିବା ବୈତରଣୀ ନଦୀରୁ ଉଦ୍ଧାର ହେଲା ଏକ ବିରାଟ କାୟ “କଳା ସାରାଣ୍ଟ” ମାଛ। ଏହି ମାଛ ବିଶେଷ କରି ପାହାଡିଆ ଅଞ୍ଚଳରେ ରହିଥାନ୍ତି। । ଏହାକୁ ଧରିବା ସହଜ ହୋଇଥାଏ, ବୋଲି ମତ୍ସ୍ୟଜୀବୀ କହିଛନ୍ତି। ମାଛଟିର ଓଜନ ପ୍ରାୟ ୨୫ ରୁ୩୦ କିଲୋ ହେବ ବୋଲି ଅନୁମାନ କରାଯାଉଛି। ମାଛର ବୟସ ପ୍ରାୟ ୫ରୁ ୭ ବର୍ଷ ହେବ । ମାଛଟି ଦେଖିବାକୁ କଣ୍ଟିଆ ପ୍ରଜାତିର ମାଛ ଭଳି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ