Masthead

ଧୂଳି ସଫାକରିବ ଅତ୍ୟାଧୁନିକ ମେସିନ

କେନ୍ଦୁଝର(ବଡ଼ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲାର ଖଣିଜ ଷକ୍ଷତ୍ର ଏକ ଖଣିଜ ବହୁଳ ଅଞ୍ଚଳ ହୋଇଥିବାବେଳେ ଏଠାରେ ଖଣିଜ ପଦାର୍ଥ ପରିବହନ ନିମନ୍ତେ ଅନେକ ସଂଖ୍ୟାରେ ଗାଡି ମାନ ଚଳାଚଳ କରିଥାଏ । ଏହାଯୋଗୁ ରାସ୍ତାରେ ଅନେକମାତ୍ରାରେ ଧୂଳିସବୁ ରାଜରାସ୍ତାରେ ପଡିବା ଦ୍ୱାରା ପ୍ରଦୁଷଣ ଦେଖିବାକୁ ମିଳିଥାଏ । ଏଥିପାଇଁ ଅନେକ ସମୟରେ ଦୁର୍ଘଟଣା ମାନ ଘଟିଥାଏ । ଯାହାକୁ ନେଇ ବଡ଼ବିଲ ପୌରାଞ୍ଚଳ ବାସିନ୍ଦାମାନେ ବଡ଼ବିଲ ନଗରପାଳ ଲକ୍ଷ୍ମଣ ମହାନ୍ତ ଙ୍କୁ ଅଞ୍ଚଳରେ ଏକ ଅତ୍ୟାଧୁନିକ ରାସ୍ତା ସଫେଇ ମେସିନ୍ ପାଇଁ ବିଗତ ଦିନରେ ଦାବି କରିଥିଲେ ଏବଂ ଆଜି ବଡ଼ବିଲ ନଗରପାଳ ଲକ୍ଷ୍ମଣ ମହାନ୍ତ ଏକ ଅତ୍ୟାଧୁନିକ ରାସ୍ତା ସଫେଇ ମେସିନ୍ ଆଣି ପରୀକ୍ଷା ମୂଳକ ଭାବେ ରାସ୍ତାର ସଫେଇ କାର୍ଯ୍ୟ ଆରମ୍ଭ କରିଥିବା ଦେଖିବାକୁ ମିଳିଥିଲା। ଯାହାକୁ ନେଇ ବଡ଼ବିଲ ପୌରାଞ୍ଚଳ ବାସିନ୍ଦା ମାନଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଥିବା ବେଳେ ବଡ଼ବିଲ ନଗରପାଳ ଙ୍କୁ ଧନ୍ୟବାଦ୍ ଜଣାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’