Masthead

କଲମା ବ୍ୟାରେଜର ସମସ୍ତ ୬୬ଟି ଗେଟ ଖୋଲିଲା ଛତିଶଗଡ଼

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଲମା ବ୍ୟାରେଜ ଖୋଲିଲା ଛତିଶଗଡ଼ । କଲମା ବ୍ୟାରେଜର ସମସ୍ତ ୬୬ଟି ଗେଟ ଖୋଲିଲା ଛତିଶଗଡ଼ । ଉପରମୁଣ୍ଡାରେ ପ୍ରବଳ ବର୍ଷା ଯୋଗୁ ସମସ୍ତ ଗେଟ୍ ଖୋଲାଯାଇଛି । କଲମା ଗେଟ୍ ଖୋଲିବା ଫଳରେ ହୀରାକୁଦର ଜଳସ୍ତର ବୃଦ୍ଧି ପାଉଛି । ବ୍ୟାରେଜ ଦେଇ ମହାନଦୀକୁ ପଶୁଛି ୧.୧୮ ଲକ୍ଷ କ୍ୟୁସେକ୍ ଜଳ । ସକାଳ ୯ ସୁଦ୍ଧା ହୀରାକୁଦକୁ ୭୨ ହଜାର କ୍ୟୁସେକ୍ ଜଳ ପ୍ରବେଶ କରୁଛି ।

ଦିନ ୧୨ ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୦୩.୫୦ ଫୁଟ୍ ରହିଛି । ଏବେ ହୀରାକୁଦ ଜଳଭଣ୍ଡାରକୁ ୭୯ ହଜାର ୨୬୨ କ୍ୟୁସେକ୍ ଜଳ ପ୍ରବେଶ କରୁଛି । ଉପରମୁଣ୍ଡରେ ଯଦି ଏଭଳି ଲଗାତାର ବର୍ଷା ହୁଏ ତେବେ ଖୁବଶୀଘ୍ର ଚଳିତବର୍ଷର ପ୍ରଥମ ବନ୍ୟା ଜଳ ଛାଡିବ ହୀରାକୁଦ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ