Masthead

ଆଜି ଇସ୍ତଫା ଦେଇପାରନ୍ତି ମଣିପୁର ମୁଖ୍ୟମନ୍ତ୍ରୀ ବିରେନ ସିଂ

ମଣିପୁର (ବଡ଼ ଖବର ବ୍ୟୁରୋ): ଥମୁନି ମଣିପୁର ହିଂସା । ଇସ୍ତଫା ଦେଇପାରନ୍ତି ମଣିପୁର ମୁଖ୍ୟମନ୍ତ୍ରୀ ବିରେନ ସିଂ । ଆଜି ଅପରାହ୍ଣ ୩ଟା ବେଳେ ସେ ମଣିପୁରର ରାଜ୍ୟପାଳ ଅନସୂୟା ୱିକେଙ୍କୁ ଭେଟି ଇସ୍ତଫା ପତ୍ର ଦେବେ ବୋଲି ସୂଚନା ରହିଛି । ଗତ କିଛିଦିନ ଭିତରେ ଦୁଇ ଜାତି ମଧ୍ୟରେ ହୋଇଥିବା ବିବାଦରୁ ଆରମ୍ଭ ହୋଇଥିବା ହିଂସା ଏବେ ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି । ହିଂସା ପାଇଁ ଶତାଧିକ ଲୋକଙ୍କ ଜୀବନ ଯାଇଥିବା ବେଳେ କୋଟି କୋଟି ଟଙ୍କାର ସମ୍ପତି ନଷ୍ଟ ହୋଇଛି ।

ବିପୁଳ ସଂଖ୍ୟାରେ କେନ୍ଦ୍ରୀୟ ଫୋର୍ସ ମୁତୟନ କରାଯାଇଥିଲେ ବି ହିଂସା ରୋକାଯାଇପାରୁନାହିଁ । ତେବେ ମଣିପୁର ହିଂସା ଥମୁନଥିବାରୁ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେବାର ସମ୍ଭାବନା ରହିଛି । ଇସ୍ତଫା ଦିଅନ୍ତୁ ନଚେତ କେନ୍ଦ୍ର ହସ୍ତକ୍ଷେପ କରି ପରିସ୍ଥିତିକୁ ନିୟନ୍ତ୍ରଣ କରିବ ବୋଲି ମୁଖ୍ୟମନ୍ତ୍ରୀ ବୀରେନ୍‌ ସିଂହଙ୍କୁ ବିକଳ୍ପ ଦିଆଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ