Masthead

ବାଲେଶ୍ୱର ଏସପିଙ୍କୁ ଟାଇମ୍ସ ପାୱାର ୱିମେନ ସମ୍ମାନ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ବାହାନଗା ଭଙ୍କର ଟ୍ରେନ୍ ଟ୍ରାଜେଡି କଥା ଭାବିଲେ ଆଜିବି ଥରି ଉଠୁଛି ଛାତି , ଏତେ ବଡ଼ ଦୁର୍ଘଟଣାକୁ ବେଶ୍ ସଫଳତାର ସହ ମୁକାବିଲା କରିଥିଲେ ବାଲେଶ୍ବର ଏସପି ସାଗାରିକା ନାଥ , ଯେଉଁଠି ‘ଦ ଟାଇମ୍ସ ଗ୍ରୁପ୍’ ପକ୍ଷରୁ ‘ଟାଇମ୍ସ ପାୱାର୍‌ ୱିମେନ୍‌-୨୦୨୩୮ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି ବାଲେଶ୍ବର ଏସପି ସାଗାରିକା ନାଥ । ଭୁବନେଶ୍ବର ସ୍ୱସ୍ତିପ୍ରିମିୟମରେ ଗତକାଲି ରାଜ୍ୟପାଳ ଶ୍ରୀ ଗଣେଶୀ ଲାଲଙ୍କ ଠାରୁ ଏସ୍‌ପି ସାଗରିକା ପୁରସ୍କାର ଗ୍ରହଣ କରିଛନ୍ତି । ତେବେ ଏହି ପୁରସ୍କାରକୁ ଏସପି ସାଗରିକା ନାଥ ବାଲେଶ୍ବର ବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିବା ବେଳେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ