Masthead

ଲୁସାନେ ଡାଇମଣ୍ଡ ଲିଗରେ ପ୍ରଥମ ସ୍ଥାନ ହାସଲ କଲେ ନୀରଜ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଥଲେଟ୍ ନୀରଜ ଚୋପ୍ରାଙ୍କ ଆଉ ଏକ ସଫଳତା । ଲୁସାନେ ଡାଇମଣ୍ଡ ଲିଗ୍ରେ ପ୍ରଥମ ସ୍ଥାନ ହାସଲ କଲେ ନୀରଜ । ୮୭.୬୬ମିଟର ଜାଭେଲିନ୍ ଫିଙ୍ଗି ଚାମ୍ପିୟନ ହେଲେ ନୀରଜ । ନିରଜଙ୍କ ଏହି ବିଜୟ ପରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର କ୍ରୀଡା ମନ୍ତ୍ରୀ ଅନୁରାଗ ଠାକୁର ।

https://twitter.com/ianuragthakur/status/1674873407576637440?s=20

ଚଳିତ ସିଜିନରେ ନୀରଜଙ୍କ ଏହା ଦ୍ୱିତୀୟ ବିଜୟ । ଦୋହା ଡାଇମଣ୍ଡ ଲିଗରେ ବି ଚାମ୍ପିୟନ ହୋଇଥିଲେ । ଗୋଡରେ ଆଘାତ ଯୋଗୁଁ ସେ ଏହି ମାସର ଆରମ୍ଭରେ ଏଫବିକେ ଗେମ୍ସ ଓ ପାୱୋ ନୁରମି ଗେମ୍ସରେ ଭାଗ ନେଇପାରିନଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ