Masthead

ମାଓବାଦୀଙ୍କ ଲଙ୍କାକାଣ୍ଡ, ଜାଳି ଦେଲେ ୯ ଗାଡ଼ି

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ଲାଲବାହିନୀର ଲାଲତାଣ୍ଡବ । କ୍ରସରରେ ଥିବା ୯ ଗାଡ଼ି ଜାଳି ଦେଲେ ମାଓବାଦୀ । ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଦେଓପୁକୁଲିରେ ଅଘଟଣ । ୧୦ରୁ ଅଧିକ ମାଓବାଦୀ ନିଆଁ ଲଗାଇଥିବା ସୂଚନା । ଗତକାଲି ବିଳମ୍ବିତ ରାତିରେ ୧୦ରୁ ଉର୍ଦ୍ଧ୍ବ ସଶସ୍ତ୍ର ମାଓବାଦୀ ମାନେ ମୁନିଗୁଡା ସହର ଠାରୁ ପ୍ରାୟ ୭ କିଲୋମିଟର ଦୂର ଦେଓପୁକୁଲିରେ ଥିବା କ୍ରସର ଭିତରକୁ ପଶିଆସି ଥିଲେ।

କ୍ରସରର ଚାରିପଟେ ଘେରା କରିବା ସହିତ ବନ୍ଧୁକ ମୁନରେ କର୍ମଚାରୀଙ୍କୁ ଗୋଟିଏ ପାଖକୁ କରି କ୍ରସରକୁ ନିଜ କବଜାକୁ ନେଇଗଲେ। ପରେ କ୍ରସରରେ ଥିବା ଡିଜେଲ ପକାଇ ଦୁଇଟି ପ୍ରୋକ୍ଲିନ, ୫ଟି ହାଇୱା, ୨ଟି ଲୋଡର ସମେତ ମୋଟ ୯ଟି ମେସିନରେ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି ଲାଲ ବାହିନୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି