Masthead

ରତ୍ନଭଣ୍ଡାର ଚାବି ହଜିଛି କି ନାହିଁ ଆମେ ଜାଣିନୁ: ଜଗନ୍ନାଥ ସାରକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରତ୍ନଭଣ୍ଡାର ଚାବି ପ୍ରସଙ୍ଗ । ଅଜବ ପ୍ରତିକ୍ରିୟା ରଖିଲେ ଆଇନମନ୍ତ୍ରୀ ଜଗନ୍ନାଥ ସାରକା । କହିଲେ ରତ୍ନଭଣ୍ଡାର ଚାବି ହଜିଛି କି ନାହିଁ ଆମେ ଜାଣିନୁ । ମୁଁ ଆଜି ପର୍ୟ୍ୟନ୍ତ ଯେତିକି ଜାଣିଛି, ରତ୍ନ ଭଣ୍ଡାର ଚାବି ହଜିଛି କି ନ ହଜିଛି ଆମେ ସେ ବିଷୟରେ ଜାଣିନୁ । ରାଜ୍ୟ ସରକାର ବିଭିନ୍ନ ସ୍ତରରେ ଶ୍ରୀମନ୍ଦିର ଉନ୍ନତି ପାଇଁ ପଦକ୍ଷେପ ନେଉଛନ୍ତି ।

ରତ୍ନ ଭଣ୍ଡାର ପ୍ରସଙ୍ଗରେ ବିଜେପି ହାଇକୋର୍ଟ ଯାଇଛି । ଯାହା ନିର୍ଦ୍ଦେଶ ଆସିବ ହାଇକୋର୍ଟଙ୍କ ପକ୍ଷରୁ ତାକୁ ରାଜ୍ୟ ସରକାର ବିଚାର ବିମର୍ଶ କରି ପଦକ୍ଷେପ ନେବେ । କିଏ ରାଜନୀତି କରିବେ ମୁଁ କହିବି ପାରିବି ନାହିଁ । ବିଭିନ୍ନ ସ୍ତରରେ ଭିନ୍ନ ଲୋକ ରାଜନୀତି କରନ୍ତି । କିନ୍ତୁ ସରକାର ମନ୍ଦିର ଗୁଡ଼ିକର ଉନ୍ନତିକରଣ ଲାଗି ପ୍ରତିଶ୍ରୁତି ବଦ୍ଧ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼