Masthead

ବାହାନଗା ଟ୍ରେନ ଦୁର୍ଘଟଣା ପାଇଁ ରିଲେ ରୁମ ଦାୟୀ ?

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ ଦୁର୍ଘଟଣାକୁ ନେଇ ଆସିଲା ସାଙ୍ଘାତିକ ତଥ୍ୟ । ରେଲୱେ ସେଫ୍ଟି କମିଶନଙ୍କ ରିପୋଟ ଖୋଲିଲା ଗୁମର । ଦୁର୍ଘଟଣା ପଛରେ ରିଲେ ରୁମ ଦାୟୀ! । ରିିଲେ ରୁମ ଷ୍ଟାଫଙ୍କ ଅବହେଳା ଦୁର୍ଘଟଣାର କାରଣ! । ସିଗନାଲିଂ ଓ ଟେଲିକମ୍ୟୁନିକେଶନ ଡିପାର୍ଟମେଂଟରେ ତ୍ରୁଟି ଯୋଗୁଁ ଏତେ ବଡ଼ ଦୁର୍ଘଟଣା ଘଟିଥିବା ରିପୋର୍ଟରେ ଦର୍ଶାଯାଇଛି । ଟେକ୍ନିକାଲ ତ୍ରୁଟି ନେଇ ସେଫ୍ଟି କମିଶନରଙ୍କ ସୂଚନା । ସେଫ୍ଟି କମିଶନରଙ୍କ ରିପୋର୍ଟ ନେଇ ଚର୍ଚ୍ଚା । ଦୁର୍ଘଟଣାର କାରଣ ଖୋଜୁଛି ସିବିଆଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼