Masthead

ଗିରଫ ନହେବା ପଛରେ ମନ୍ତ୍ରୀଙ୍କ ହାତ: ଠାକୁର ରଞ୍ଜିତ ଦାସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବହୁଚର୍ଚ୍ଚିତ ଏସସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ଏନବିଡ଼ବ୍ଲୁ ଜାରି ସତ୍ତ୍ୱେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ ନ କରିବାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେପି ମୁଖପାତ୍ର ଠାକୁର ରଞ୍ଜିତ ଦାସ । ୨୮ରୁ କୋର୍ଟ ଅଭିଯୁକ୍ତ ଡିଏଫଓ, ବିଦ୍ୟାଭାରତୀ ଏବଂ ରୋଷେୟା ବିରୋଧରେ ଜାମିନ ବିହୀନ ଗିରଫ ପରୱାନା ଜାରି କରିବା ସତ୍ତ୍ୱେ କାହିଁକି ଆଜି ଯାଏଁ ପୋଲିସ ତାକୁ କାର୍ୟ୍ୟକାରୀ କରୁନି । ଗିରଫ ନହେବା ପଛରେ ତତ୍କାଳୀନ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ତଥା ଏବେର ଅର୍ଥ ମନ୍ତ୍ରୀ ବିକ୍ରମ ଆରୁଖଙ୍କ ପୃଷ୍ଠ ପୋଷକତା ସାଜିଥିବା ବିଜେପିର ଅଭିଯୋଗ।

ଏବେ ବି ମନ୍ତ୍ରୀ ଡ଼ିଏଫଓଙ୍କ ପଛରେ ଢାଲ ହୋଇ ରହିଛନ୍ତି। ସେତେବେଳେ ଘଟଣାକୁ ଦୁର୍ଘଟଣା ରୂପ ଦେଇ ଡିଏଫଓ ଏବଂ ବିଦ୍ୟାଭାରତୀଙ୍କୁ ସୁରକ୍ଷା ଦେଇଥିଲା ପୋଲିସ। ଆଜି ଯେତେବେଳେ କୋର୍ଟରୁ ନ୍ୟାୟ ମିଳିଛି ହେଲେ ପୋଲିସ ତାଙ୍କୁ ନ୍ୟାୟ ଦେବାରେ ବାଧକ ସାଜିଛି। ୨୪ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ ପାଇଁ ଦାବି କରିଛି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି