Masthead

ପାହାଳରେ ପାଳିତ ହେଲା ରସଗୋଲା ଦିବସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜି ହେଉଛି ରସଗୋଲା ଦିବସ। ନୀଳାଦ୍ରି ବିଜେବେଳେ ଲକ୍ଷ୍ମୀ ଠାକୁରାଣୀଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରିବେ କାଳିଆ ସାଆନ୍ତ। ସେଥିପାଇଁ ଆଜିର ଦିନକୁ ଓଡ଼ିଆମାନେ ରସଗୋଲା ଦିବସ ଭାବେ ମଧ୍ୟ ପାଳନ କରୁଛନ୍ତି। ଏହି ଅବସରରେ ପାହାଳ ଠାରେ ମଧ୍ୟ ପାଳିତ ହେଉଛି ବିଶ୍ୱ ରସଗୋଲା ଦିବସ ।

୨୦୧୫ରୁ ପାହାଳ ଠାରେ ଆରମ୍ଭ ହୋଇଥିଲା ବିଶ୍ୱ ରସଗୋଲା ଦିବସ । ଆଜକୁ ୯ ବର୍ଷ ଧରି ପାଳନ ହୋଇ ଆସୁଥିବା ଏହି ରସଗୋଲା ଦିବସରେ ପରସ୍ପର ପରସ୍ପରକୁ ରସଗୋଲା ଖୁଆଇବା ସହିତ ସନ୍ଧ୍ୟାରେ ସାଂସ୍କୃତିକ କାର୍ୟ୍ୟକ୍ରମ କରାଯାଏା ଏଠାରେ ରାଜନେତାଙ୍କ ଠାରୁ ସମାଜସେବୀ ରସଗୋଲା ପ୍ରେମୀ ଭାଗ ନେଇ ଏହି ଦିବସର ମଜା ନିଅନ୍ତିା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାସେ ହେଲା ପୋଖରୀରେ ୧୬ ବର୍ଷୀୟ କିଶୋର 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ମାସେ ହେଲା ପୋଖରୀରେ ୧୬ ବର୍ଷୀୟ କିଶୋର 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ