Masthead

ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା

ପୁରୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ରତ୍ନବେଦୀରେ ଦର୍ଶନ ଦେବେ ତିନି ଠାକୁର । ମାନବୀୟ ଲୀଳା ଖେଳା ସାରି କାଲି ନିଳକନ୍ଦରକୁ ଫେରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଏବେ ରତ୍ନସିଂହାସନରେ ଭକ୍ତକୁ ଦର୍ଶନ ଦେବେ ମହାବାହୁ । ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା । ରୁନ୍ଧା ନୀତି ସରିବା ପରେ ରତ୍ନସିଂହାସନ ଉପରେ ଅନ୍ୟାନ୍ୟ ଦୈନନ୍ଦିନ ନୀତି ସମ୍ପାଦନ କରାଯିବ । ଏହାପରେ ଭକ୍ତମାନଙ୍କ ପାଇଁ ସାହାଣମେଲା କରାଯିବ । ପୁଣି ଥରେ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କୁ ଦେଖିବାକୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ବେଶ୍ ଉତ୍ସାହ ରହିଛି । ଦର୍ଶନ ଶୃଙ୍ଖଳିତ କରିବାକୁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଦର୍ଶନ ଦେଇ ସାରିବା ପରେ ହରିଶୟନ ଏକାଦଶୀରେ ଶୋଇବେ ମହାପ୍ରଭୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ