Masthead

ବଡ଼ ଖବର ମହାପ୍ରଭାବ

ପୁରୀ, (ବଡ଼ ଖବର ବ୍ୟୁରୋ): ରାସ୍ତାକାମରେ ର୍ଦୁନୀତି ହୋଇଥିବାର ଖବର ବଡ଼ ଖବରରେ ପ୍ରକାଶିତ ହେବା ପରେ ତତ୍ପର ହୋଇଉଠିଛି ପ୍ରଶାସନ । ସୂଚନାଯୋଗ୍ୟ, ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଳକର ସିଆଳ-ରତାମାଟି ଗାଁର ଚିଲିକା ଲୁଣା ବନ୍ଧର ନୂତନ ରାସ୍ତା କାମରେ କେଳେଙ୍କାରୀ ହୋଇଥିବା ଖବର ବଡ଼ ଖବରରେ ପ୍ରକାଶ ପାଇଥିଲା । ଉକ୍ତ ରାସ୍ଥା ପାଇଁ ୨୯ଲକ୍ଷ ୨୨ ହଜାର ୪୭୮ ଟଙ୍କା ବ୍ୟୟ ହୋଇଥିଲା ବେଳେ କାମ ନ ହୋଇ ମରୋମ ପକାଇ ବିଲକରେଇ ରୋଡ଼ କାମରେ ଦୁର୍ନୀତି ହୋଇଥିବାର ଖବର ‘ବଡ଼ ଖବର’ରେ ପ୍ରକାଶିତ ହୋଇଥିଲା । ଖବର ପ୍ରକାଶ ପାଇବା ପରେ ତାର ଗୋଟେ ଦିନ ପରେ ଜଳସମ୍ପଦ ବିଭାଗର ସଚିବ ପ୍ରଦୀପ ଜେନା ଘଟଣାର ତଦନ୍ତ ନିର୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼