Masthead

ପୂର୍ବ ଶତ୍ରୁତାରୁ ମରଣାନ୍ତକ ଆକ୍ରମଣ

ଆସ୍କା (ବଡ଼ ଖବର ବ୍ୟୁରୋ): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ । ଗଞ୍ଜାମ ଜିଲ୍ଲା ଆସିକା ଥାନା ମଙ୍ଗଳପୁର ଗାଁରେ ଏଭଳି ଘଟଣା ସାମ୍ନାକୁ ଆସିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦେବଭୂମ ଗାଁର ତିନି ଜଣ ଯୁବକ ନଵରତ୍ନପୁର ଗାଁର ବନମାଳୀ ଗୌଡକୁ ଆକ୍ରମଣ କରିଥିଲେ । ଏକ ବର୍ଷ ପୂର୍ବେ ବନମାଳୀ ଗୌଡ ର ପୁଅ ମୁନା ଗୌଡ ଦେବଭୂମି ଗାଁର କାଳିଆ ଗୌଡ ସହିତ ବଚସା ହୋଇଥିଲା ।

ଏହାକୁ କେନ୍ଦ୍ର କରି ବନମାଳୀକୁ ଆକ୍ରମଣ କରିଥିବା ଜଣାପଡ଼ିଛି । ଘଟଣାର ଖବର ପାଇ ଆସିକା ପୋଲିସ ପହଁଚି ବନମାଳୀଙ୍କୁ ଆସିକା ସବଡିଭିଜନ ମେଡିକାଲକୁ ପଠାଇଛି । ସେପଟେ ଏନେଇ ଆସିକା ଥାନାରେ ଲିଖିତ ଅଭିଯୋଗ କରାଯାଇଛି । ପୋଲିସ ଆକ୍ରମଣକାରୀକୁ ଧରିବା ପାଇଁ ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ