Masthead

ବଜ୍ରପାତ ନେଲା ଜୀବନ

ଭୁବନ, (ବଡ଼ ଖବର ବ୍ୟୁରୋ) : ଦୁଇଦିନ ହେଲା ଢେଙ୍କାନାଳ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ତୁହା କୁ ତୁହ ବର୍ଷା ଚାଲିଛି । ଆଜି ପୂର୍ବାହ୍ନରେ ଭୁବନ ଅଞ୍ଚଳରେ ବଜ୍ରପାତ ଘଟି ଜଣେ ଗାଈ ଚରଳୀଙ୍କ ମୃତ୍ୟୁ ଘଟିଥିବାବେଳେ ତିନିଜଣ ମହିଳା ଗୁରୁତର ହୋଇଛନ୍ତି । ମୃତକ ଜଣକ ଭୁବନ ଏନଏସି ୱାର୍ଡ ନମ୍ବର ୩ର ପଦ ଦାସ । ସେ ଗାଈ ଚରାଇବକୁ ଯାଇଥିବା ବେଳେ ଭୁବନର ସୁଲେଇପାଳ ବାଲି ଘାଟ ନିକଟରେ ବଜ୍ରଘାତ ହୋଇଥିଲା । ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି ।
ସେହିପରି ଭୁବନ ବ୍ଲକ ଭୁଷଳ ପଞ୍ଚାୟତର ଅସୁରବନ୍ଧ ପାଟଣାରେ ବଜ୍ରପାତରେ ଗୋଟିଏ ପରିବାରର ତିନିଜଣ ଗୁରୁତର ହୋଇଛନ୍ତି । ଗୁରୁତରମାନଙ୍କୁ ଭୁବନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି