ଲୁଟିଲେ ୧ଲକ୍ଷ ୭୨ ହଜାର ଟଙ୍କା ସହ ସୁନାଗହଣା

କଲମପୁର (ବଡ଼ ଖବର ବ୍ୟୁରୋ):  ବନ୍ଧୁକ ମୁନରେ ଲୁଟିନେଲେ ୧ଲକ୍ଷ ୭୨ ହଜାର ଟଙ୍କା ସହ ସାଢେ଼ ତିନି ତୋଳା ସୁନା ଓ ମୋବାଇଲ। କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ସାଗଯୋର ଗାଁ ରେ ବିଳମ୍ବିତ ରାତିରେ ଚାରି ଜଣ ଦୁର୍ବୁତ୍ତ ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କା ସହ ସୁନା ଗହଣା ଲୁଟି ନେଇଥିବା ଜୟପାଟଣା ଥାନାରେ ଅଭିଯୋଗ ହୋଇଛି।

ସୂଚନା ଅନୁଯାୟୀ ଗୁରୁବାର ବିଳମ୍ବିତ ରାତିରେ ସାଗଯୋର ଗାଁର ଜୟନ୍ତ ଠାକୁରଙ୍କ ଘରେ ପଶି ୪ ଜଣ ଦୁର୍ବୃତ୍ତ ବନ୍ଧୁକ ମୁନରେ ଘରେ ଥିବା ୧ ଲକ୍ଷ ୭୨ହଜାର ଟଙ୍କା, ସାଢେ ତିନି ତୋଳା ସୁନା ଗହଣା ଓ ଗୋଟିଏ ମୋବାଇଲ ଲୁଟି ନେଇଛନ୍ତି । ଜୟପାଟଣା ଥାନା ଅଧିକାରୀ ଘଟଣା ସ୍ଥଳରେ ତଦନ୍ତ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’