Masthead

ଋଣ ଭାର ସୁଝିନପାରି ଦମ୍ପତିଙ୍କ ଆତ୍ମହତ୍ୟା

ପୁରୀ (ବଡ଼ ଖବର ବ୍ୟୁରୋ): ଋଣ ଭାର ସୁଝିନପାରି ଦମ୍ପତିଙ୍କ ଆତ୍ମହତ୍ୟା । ଋଣ ଭାର ସୁଝିନପାରି ନିଜ ଘରେ ବେକରେ ରସିଲଗାଇ ଝୁଲି ପଡିଲେ ସ୍ୱାମି ସ୍ତ୍ରୀ । ଦମ୍ପତି ପୁରୀ ଜିଲ୍ଲା କଣାସ ଥାନା ଅନ୍ତର୍ଗତ ଅଁଳାଯୋଡି ଗ୍ରାମର ବାନାମ୍ବର ବେହେରା ଓ ବନିତା ବେହେରା । ଗତକାଲି ଘରୋଇ ଫାଇନାନ୍ସ କମ୍ପାନୀର କର୍ମଚାରୀ ଟଙ୍କାମାଗି ଧମକ ଦେଇଥିବାରୁ ବାପା ମା ଆତ୍ମହତ୍ୟା କରିଥିବା ଦୁଇପୁଅ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ