Masthead

ମଦ ବିରୋଧରେ ଗଣଧାରଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଭୁବନେଶ୍ୱରରେ ମଦ ବିରୋଧୀ ଆନେ୍ଦାଳନ । ମଦବାର ଖୋଲିବା ନୀତି ବିରୋଧରେ ଭୁବନେଶ୍ୱର ଆଇଆରସି ଭିଲେଜ ନୂଆ ମଦ ବାର ସମ୍ମୁଖରେ ଗଣ ଧାରଣା ଦିଆଯାଇଛି । ଧାରଣା ଦେଇଛନ୍ତି ବସ୍ତି ସୁରକ୍ଷା ମଞ୍ଚ । ନିଶା ନିବାରଣ କେନ୍ଦ୍ର ଖୋଲିବା ପାଇଁ ଆହ୍ୱାନ ଦେଇ ନୂଆ ମଦ ବାର କିପରି ଖୋଲୁଛନ୍ତି ପ୍ରଶ୍ନ କରିଛନ୍ତି । ଆଗାମୀ ଦିନରେ ମଦ ବାର ବନ୍ଦ ନକଲେ ଧାରଣା ଉଗ୍ରରୂପ ନେବ ବୋଲି ଚେତାବନୀ ଦେଇଛନ୍ତି ବସ୍ତି ସୁରକ୍ଷା ମଞ୍ଚ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ